Luke 2:5 — Compare Translations

7 translations compared side by side

Odia - 1840
"ୟୋ ସଫେ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ମରିୟମ ସେତବେେଳେ ଗର୍ଭବତୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତାଙ୍କର ବାଗ୍ଦତ୍ତା ମରିୟମଙ୍କ ସହିତ ନାମ ଲେଖାଇବା ପାଇଁ ଗଲେ। ମରିୟମ ଗର୍ଭବତୀ ଥିଲେ
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ವಾಂಗ್ಡಾ ಲಗ್ನಾಚಿ ಗೊಸ್ಟ್ ಹೊಲ್ಲ್ಯಾ ಮರಿಕ್‍ಬಿ ತೊ ವಾಂಗ್ಡಾ ಘೆವ್ನ್ ಗೆಲ್ಲೊ. ತನ್ನಾ ತಿ ಗರ್‍ವಾರ್ ಹೊತ್ತಿ.