Luke 2:51 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ସେମାନଙ୍କ ସାଙ୍ଗରେ ବାହୁଡ଼ି ନାଜରିତକୁ ଆସିଲେ ଓ ସେମାନଙ୍କର ବଶୀଭୂତ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହିସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କ ସଙ୍ଗେ ନାଜରିତକୁ ଫେରିଗଲେ ଓ ସେମାନଙ୍କର ବାଧ୍ୟ ହୋଇ ରହିଲେ। ତାଙ୍କର ମା’ ଏସବୁ ବିଷୟ ହୃଦୟରେ ସଞ୍ଚିତ କରି ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಜೆಜು ತೆಂಚ್ಯಾ ವಾಂಗ್ಡಾ ನಜರೆತಾಕ್ ಗೆಲೊ. ತೊ ತೆಂಕಾ ಖಾಲ್ತಿ ಹೊವ್ನ್ ರ್ಹಾಲೊ.ತೆಚ್ಯಾ ಬಾಯ್ನ್ ಹೆ ಸಗ್ಳೆ ಅಪ್ನಾಚ್ಯಾ ಮನಾತ್ ಗೊಳಾ ಕರುನ್ ಥವ್ನ್ ಘೆಟ್ಲಿನ್.