Luke 2:52 — Compare Translations

7 translations compared side by side

Odia - 1840
"ଯୀଶୁ ଜ୍ଞାନ ରେ, ଶରୀର ରେ ଏବଂ ପରମେଶ୍ବର ଓ ମନୁଷ୍ଯମାନଙ୍କ ଅନୁଗ୍ରହ ରେ ବଢିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି ଈଶ୍ଵରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହ ଲାଭ କରି ଯୀଶୁ ଶରୀର ଓ ଜ୍ଞାନରେ ବୃଦ୍ଧି ପାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଜ୍ଞାନରେ, ଶରୀରରେ ଏବଂ ପରମେଶ୍ୱର ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବଢ଼ିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ୱରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಅನಿ ಲೊಕಾಂಚ್ಯಾ ದಯೆನ್ ಜೆಜು ಆಂಗಾನ್ ಅನಿ ಬುದ್ದಿನ್ ಮೊಟೊ ಹೊಲೊ.