Luke 2:6 — Compare Translations
7 translations compared side by side
Odia - 1840
"ୟୋ ସଫେ ଓ ମରିୟମ ବେଥ୍ଲହେିମ ରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କର ପ୍ରସବକାଳ ଉପସ୍ଥିତ ହେଲା,
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ସେମାନେ ବେଥଲିହିମରେ ଥିବା ସମୟରେ ତାଙ୍କର ପ୍ରସବ କାଳ ଉପସ୍ଥିତ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ଓ ମରିୟମ ବେଥ୍ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬೆತ್ಲೆಹೆಮಾತ್ ಹೊತ್ತ್ಯಾ ತನ್ನಾ ತೆನಿ ಪೊರಾಕ್ ಜಲಮ್ ದಿತಲೊ ಎಳ್ ಯೆಲೊ.