Luke 2:7 — Compare Translations
7 translations compared side by side
Odia - 1840
"ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସମାନେେ ରହିବାକୁ ଚଟିଘ ରେ ଆଉ ଜାଗା ନଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟା ରେ ଗୁଡାଇ ଗୁହାଳ ରେ ଗୋରୁକୁଣ୍ଡ ରେ ରଖି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ତରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏକ ପୁତ୍ର ସନ୍ତାନ ପ୍ରସବ କଲେ ଓ ତାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳ କୁଣ୍ଡରେ ଶୁଆଇଲେ। କାରଣ ପାନ୍ଥଶାଳାରେ ସେମାନଙ୍କ ରହିବା ନିମନ୍ତେ ସ୍ଥାନ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿನಿ ಅಪ್ನಾಚ್ಯಾ ಪಯ್ಲೆಚ್ಯಾ ಪೊರಾಕ್ ಜಲಮ್ ದಿಲಿನ್. ತೆಂಕಾ ರ್ಹಾವ್ಕ್ ಎಕ್ ಘರಾತ್ ಸೈತ್ ಜಾಗೊ ಗಾವುಕ್ನತ್ತೊ. ಮರಿನ್ ಪೊರಾಕ್ ಫಾಳಿಚ್ಯಾ ತುಕ್ಡ್ಯಾತ್ನಿ ಲಪ್ಟುನ್ ಗೊದ್ನಿತ್ ನಿಜ್ವುಲಿನ್.