Luke 2:8 — Compare Translations
7 translations compared side by side
Odia - 1840
"ସହେି ରାତି ରେ କେତକେ ମଷେପାଳକ ସମାନଙ୍କେର ମାଣ୍ଢାଗୁଡିକୁ ରାତିସାରା ପଦା ରେ ଜଗି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ପଲ ଜଗୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦେଶର ସେହି ଅଞ୍ଚଳରେ କେତେକ ମେଷପାଳକ ମେଷ ଜଗିବା ପାଇଁ ପ୍ରାନ୍ତରରେ ରାତ୍ରିକ୍ଷେପଣ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମେଷପାଳକମାନେ ଯୀଶୁଙ୍କ ଜନ୍ମ ଖବର ପାଇଲେ ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಎಕಾಕ್ಡೆ ಉಲ್ಲಿ ಕುರ್ಬುರಾ ಶೆತಾತ್ನಿ ರಾಚ್ಚೆ ಅಪ್ನಾಚ್ಯಾ ಬಕ್ರ್ಯಾಂಚ್ಯಾ ಹಿಂಡ್ಡಾಕ್ನಿ ರಾಕುನ್ಗೆತ್ ಹೊತ್ತ್ಯಾನಿ.