Luke 2:9 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କର ଜଣେ ଦୂତ ମଷେପାଳକମାନଙ୍କ ସମ୍ମୁଖ ରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ଯୋତିଃ ସମାନଙ୍କେର ଚତୁର୍ଦ୍ଦିଗ ରେ ଝଲକି ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କ ଚତୁର୍ଦ୍ଦିଗରେ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କ ଉପରେ ପ୍ରଭୁ୍ଙ୍କ ମହିମା ପ୍ରକାଶିତ ହେଲା। ସେମାନେ ଅତିଶୟ ଭୟଭୀତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಕಾ ಎಕ್ ದೆವಾಚೊ ದುತ್ ದಿಸ್ಲೊ. ದೆವಾಚೊ ಉಜ್ವೊಡ್ ತೆಂಚ್ಯಾ ಭೊತ್ಯಾನಿ ಫಾಕ್ಲೊ. ಕುರ್ಬುರಾ ಲೈ ಭಿಂಯಾಲಿ.