Luke 20:1 — Compare Translations

7 translations compared side by side

Odia - 1840
"ଦିନେ ଯୀଶୁ ମନ୍ଦିର ଭିତ ରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ସୁସମାଚାର କହୁଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଚାରିବାକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ସେ ଦିନେ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନବର୍ଗଙ୍କ ସହିତ ଆସି ତାହାଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଇ ଶୁଭବାର୍ତ୍ତା ପ୍ରଚାର କରୁଥିବାବେଳେ ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ, ଧର୍ମନେତାମାନଙ୍କ ସହିତ ଆସି ତାଙ୍କୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ ଦିନେ ଯୀଶୁ ମନ୍ଦିର ଭିତରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ସୁସମାଗ୍ଭର କହୁଥିଲେ। ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଗ୍ଭରିବାକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದಿಸ್ ಜೆಜು ದೆವಾಚ್ಯಾ ಗುಡಿತ್ ಲೊಕಾಕ್ನಿ ಶಿಕ್ವುಲಾಗಲ್ಲೊ, ಅನಿ ಬರಿ ಖಬರ್ ಸಾಂಗುಕ್ ಲಾಗಲ್ಲೊ, ತನ್ನಾ, ಮುಖ್ಯ ಯಾಜಕಾ, ಅನಿ ಖಾಯ್ದೆ ಶಿಕ್ವುತಲಿ ಲೊಕಾ, ಜಾನ್ತ್ಯಾಂಚ್ಯಾ ವಾಂಗ್ಡಾ ಮಿಳುನ್ ಯೆಲ್ಯಾನಿ.