Luke 20:10 — Compare Translations

7 translations compared side by side

Odia - 1840
"ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତାର ଜଣେ ଚାକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଚାକର ହାତ ରେ ଦଇେ ଦବେେ। କିନ୍ତୁ କୃଷକମାନେ ଚାକରକୁ ମାଡ ମାରି ଖାଲି ହାତ ରେ ପଠଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୃଷକମାନେ ଯେପରି ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ଦ୍ରାକ୍ଷା ଅମଳ କରିବାର ସମୟ ହେଲା, ସେ ଭାଗଚାଷୀମାନଙ୍କଠାରୁ ଅମଳର ଅଂଶ ଆଦାୟ କରିବା ପାଇଁ ଜଣେ ଦାସକୁ ପଠାଇଲେ। କିନ୍ତୁ ଚାଷୀମାନେ ଦାସକୁ କିଛି ନ ଦେଇ ମାଡ଼ ମାରି ପଠାଇଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତା’ର ଜଣେ ଗ୍ଭକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଗ୍ଭକର ହାତରେ ଦେଇଦେବେ। କିନ୍ତୁ କୃଷକମାନେ ଗ୍ଭକରକୁ ମାଡ଼ ମାରି ଖାଲି ହାତରେ ପଠେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದರಾಕ್ಷಿ ಗೊಳಾ ಕರ್‍ತಲ್ಲ್ಯಾ ಎಳಾರ್, ತ್ಯಾ ಮಾನ್ಸಾನ್ ಅಪ್ನಾಚೊ ಸುಗ್ಗಿಚೊ ವಾಟೊ ಘೆವ್ನ್ ‍ಯೆ ಮನುನ್ ಅಪ್ನಾಚ್ಯಾ ಎಕ್ಲ್ಯಾ ಗುಲಾಮಾಕ್ ಮಳ್ಯಾಕ್ಡೆ ಧಾಡುನ್ ದಿಲ್ಯಾನ್, ಖರೆ ತ್ಯಾ ಗುತ್ಕೆ ಧರಲ್ಲ್ಯಾನಿ ತ್ಯಾ ಗುಲಾಮಾಕ್ ಮಾರ್ ಘಾಟ್ಲ್ಯಾನಿ, ಅನಿ ಖಾಲಿ ಹಾತಾನಿ ಪರ್ತುನ್ ಧಾಡ್ಲ್ಯಾನಿ.