Luke 20:11 — Compare Translations
7 translations compared side by side
Odia - 1840
"ତେଣୁ ଲୋକଟି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ ମାରିଲେ ଓ ତାପ୍ରତି ଅସମ୍ମାନ ବ୍ଯବହାର କଲେ। ସମାନେେ ତାକୁ ମଧ୍ଯ କିଛି ନଦଇେ ପଠଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁଣି ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଆଉ ଜଣେ ଦାସକୁ ପଠାଇଲେ; କିନ୍ତୁ ଚାଷୀମାନେ ତାକୁ ମଧ୍ୟ ମାଡ଼ ମାରିଲେ ଓ ଅପମାନ ଦେଇ ଶୂନ୍ୟ ହସ୍ତରେ ଫେରାଇଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲୋକଟି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ଼ ମାରିଲେ ଓ ତା’ ପ୍ରତି ଅସମ୍ମାନ ବ୍ୟବହାର କଲେ। ସେମାନେ ତାକୁ ମଧ୍ୟ କିଛି ନ ଦେଇ ପଠେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
Odia IRV 2017 (ଓଡିଆ ବାଇବେଲ)
ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ತೆನಿ, ಅನಿಎಕ್ ಆಳಾಕ್ ಧಾಡುನ್ ದಿಲ್ಯಾನ್; ಖರೆ ಗುತ್ಕೆ ಧರಲ್ಲ್ಯಾನಿ ತೆಕಾ ಧರುನ್ ಮಾರ್ ಘಾಟ್ಲ್ಯಾನಿ, ಅನಿ ತೆಚಿ ಮರ್ಯಾದ್ ಕಾಡ್ಲ್ಯಾನಿ. ಅನಿ ಖಾಲಿ ಹಾತಾನಿ ಪರ್ತುನ್ ಧಾಡ್ಲ್ಯಾನಿ.