Luke 20:12 — Compare Translations

7 translations compared side by side

Odia - 1840
"ତେଣୁ ଜମିମାଲିକ ପୁଣି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ି ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିଛି ଦିନ ପରେ ସେ ତୃତୀୟ ଦାସକୁ ପଠାଇଲେ। ସେମାନେ ତାକୁ ମଧ୍ୟ କ୍ଷତବିକ୍ଷତ କରି ବାହାରେ ପକାଇଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଜମିମାଲିକ ପୁଣି ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ತಿನ್ವೆಚ್ಯಾ ಅನಿ ಎಕ್‍ಬಿ ಆಳಾಕ್ ಧಾಡುನ್ ದಿಲ್ಯಾನ್, ತ್ಯಾ ಗುತ್ಕೆ ಧರಲ್ಲ್ಯಾನಿ ತೆಕಾಬಿ. ಬರಬ್ಬರ್ ದುಕ್ವುಲ್ಯಾನಿ, ಅನಿ ಮಳ್ಯಾಚ್ಯಾ ಭಾಯ್ರ್ ಟಾಕ್ಲ್ಯಾನಿ.