Luke 20:13 — Compare Translations
7 translations compared side by side
Odia - 1840
"ଜମିମାଲିକ କହିଲା, 'ଏବେ ମୁଁ କ'ଣ କରିବି? ମୁଁ ମାେ ପୁଅକୁ ପଠାଇବି। ମୁଁ ମାେ ପୁଅକୁ ଅତ୍ଯଧିକ ଭଲ ପାଏ। ହୁଏତ ମାେ ପୁଅକୁ କୃଷକମାନେ ସମ୍ମାନ ଦଇପୋରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କହିଲେ, ମୁଁ କଅଣ କରିବି? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଦ୍ରାକ୍ଷା କ୍ଷେତର ମାଲିକ କହିଲେ, ‘ମୁଁ ଏବେ କ’ଣ କରିବି? ଏଥର ମୁଁ ମୋର ପ୍ରିୟ ପୁତ୍ରକୁ ପଠାଇବି। ସେମାନେ ନିଶ୍ଚୟ ତାକୁ ସମ୍ମାନ କରିବେ!’
Odia Bible ERV 2004 (ପବିତ୍ର ବାଇବଲ)
“ଜମିମାଲିକ କହିଲା, ‘ଏବେ ମୁଁ କ’ଣ କରିବି? ମୁଁ ମୋ’ ପୁଅକୁ ପଠାଇବି। ମୁଁ ମୋ’ ପୁଅକୁ ଅତ୍ୟଧିକ ଭଲ ପାଏ। ହୁଏତ ମୋ’ ପୁଅକୁ କୃଷକମାନେ ସମ୍ମାନ ଦେଇପାରନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଅଙ୍ଗୁର କ୍ଷେତ୍ରର ମାଲିକ କହିଲେ, ମୁଁ କ'ଣ କରିବି? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ದರಾಕ್ಷಿಚ್ಯಾ ಮಳ್ಯಾಚೊ ಮಾಲಿಕ್ “ಮಿಯಾ ಕಾಯ್ ಕರು? ಮಿಯಾ ಮಾಜ್ಯಾ ಅಪುರ್ಬಾಯೆಚ್ಯಾ ಎಕ್ಲ್ಯಾಚ್ ಲೆಕಾಕ್ ಧಾಡುನ್ ದಿತಾ, ತೆಚೆ ತೆನಿ ಆಯಿಕ್ತಿಲ್!” ಮಟ್ಲ್ಯಾನ್,