Luke 20:15 — Compare Translations

7 translations compared side by side

Odia - 1840
"ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନ ରେ ମାରି ଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ, ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ସେମାନଙ୍କ ପ୍ରତି କଅଣ କରିବେ?
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ତାକୁ ବାହାରକୁ ଟାଣି ନେଇ ହତ୍ୟା କଲେ। ଯୀଶୁ ପଚାରିଲେ, “ତା’ହେଲେ ଦ୍ରାକ୍ଷା କ୍ଷେତର ମାଲିକ ସେହି ଚାଷୀମାନଙ୍କୁ କ’ଣ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନରେ ମାରିଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ। “ଏବେ ଜମିମାଲିକ କ’ଣ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ । ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କ'ଣ କରିବେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ ತೆಕಾ ದರಾಕ್ಷಿಚ್ಯಾ ಮಳ್ಯಾತ್ನಾ ಭಾಯ್ರ್ ನ್ಹೆವ್ನ್ ಜಿವಾನಿಚ್ ಮಾರುನ್ ಟಾಕ್ಲ್ಯಾನಿ ತನ್ನಾ ಜೆಜುನ್ “ತನ್ನಾ ತೊ ತ್ಯಾ ದರಾಕ್ಷಿಚ್ಯಾ ಮಳ್ಯಾಚೊ ಮಾಲಿಕ್, ಕಾಯ್ ಕರ್‍ತಾ ಮನುನ್ ತುಮಿ ಮನ್ತ್ಯಾಶಿ?” ಮನುನ್ ಇಚಾರ್‍ಲ್ಯಾನ್.