Luke 20:16 — Compare Translations
7 translations compared side by side
Odia - 1840
"ସେ ଆସି ସହେି କୃଷକମାନଙ୍କୁ ଜୀବନ ରେ ମାରିଦବେ। ତା'ପରେ ସହେି ଜମିଟିକୁ ଆଉ କେତକେ କୃଷକଙ୍କୁ ଭାଗ ଦଇେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆସି ସେହି ଚାଷୀମାନଙ୍କର ମୂଳପୋଛ କରିବେ ଏବଂ କ୍ଷେତଟିକୁ ଅନ୍ୟ ଚାଷୀମାନଙ୍କୁ ହସ୍ତାନ୍ତର କରିବେ।” ଲୋକମାନେ ଏ କଥା ଶୁଣି କହିଲେ, “ଈଶ୍ୱର ତାହା ନ କରନ୍ତୁ!”
Odia Bible ERV 2004 (ପବିତ୍ର ବାଇବଲ)
ସେ ଆସି ସେହି କୃଷକମାନଙ୍କୁ ଜୀବନରେ ମାରିଦେବ। ତା’ପରେ ସେହି ଜମିଟିକୁ ଆଉ କେତେକ କୃଷକଙ୍କୁ ଭାଗ ଦେଇଦେବେ।” ଲୋକମାନେ ଏହି ଦୃଷ୍ଟାନ୍ତଟି ଶୁଣିଲେ ଓ ସେମାନେ କହିଲେ, “ଯେ, ଏ କଥା କେବେ ହେଲେ ନ ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”
Odia IRV 2017 (ଓଡିଆ ବାଇବେଲ)
ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ । ଏହା ଶୁଣି ସେମାନେ କହିଲେ, ତାହା ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಯೆತಾ, ಅನಿ ತ್ಯಾ ಮಾನ್ಸಾಕ್ನಿ ಜಿವಾನಿಚ್ ಮಾರ್ತಾ, ಅನಿ ಮಳೊ ದುಸ್ರ್ಯಾಕ್ನಿ ಗುತ್ಕ್ಯಾಕ್ ದಿತಾ. ಹೆ ಆಯ್ಕಲ್ಲ್ಯಾ ತನ್ನಾ ಲೊಕಾ “ನಾ ತಸೆ ಹೊವ್ಕ್ ಸಾದ್ಯ್ ನಾ!” ಮನುಕ್ಲಾಲಿ.