Luke 20:17 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ଚାହିଁ କହିଲେ, ତବେେ ଧର୍ମଶାସ୍ତ୍ରର ଏହି ପଦ ଅର୍ଥ କ'ଣ ହବେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲିଖିତ ଅଛି, ତାହାର ଭାବ କଅଣ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଚାହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ଅଂଶର ଅର୍ଥ କ’ଣ? ‘ନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା ପ୍ରଧାନ କୋଣ-ପଥର ହେଲା।’
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଗ୍ଭହିଁ କହିଲେ, “ତେବେ ଧର୍ମଶାସ୍ତ୍ରର ଏହି ପଦର ଅର୍ଥ କ’ଣ ହେବ? ‘ନିର୍ମାତାମାନେ ଯେଉଁ ପଥରକୁ ନାପସନ୍ଦ କରିଦେଲେ, ସେହି ପଥରଟି ମୂଳଦୁଆର ପ୍ରଧାନ ପଥର ହୋଇଗଲା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಚೆಕ್ಡೆ ಬಗಟ್ಲ್ಯಾನ್, ಅನಿ ತೆಂಕಾ, ಭಾಂದ್ತಲ್ಯಾನಿ ನಕ್ಕೊ ಮನುನ್ ಟಾಕಲ್ಲೊ ಗುಂಡೊಚ್, ಸಗ್ಳ್ಯಾನ್ಕಿ ಗರ್ಜೆಚೊ ಗುಂಡೊ ಹೊಲೊ. ಮನುನ್ ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾಚೊ ಅರ್ತ್ ಕಾಯ್ ತರ್? ಮನುನ್ ಇಚಾರ್ಲ್ಯಾನ್.