Luke 20:18 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ସହେି ପଥର ଉପରେ ଖସି ପଡିବ, ତା'ର ହାଡ ଗୋଡ ଭାଙ୍ଗିୟିବ। କିନ୍ତୁ ସହେି ପଥର ଯାହା ଉପରେ ପଡିବ, ତାହା ତାକୁ ଚୁରମାର୍ କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ସେହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ତବିଖଣ୍ତ ହେବ, ପୁଣି ସେହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ସେହି ପଥର ଉପରେ ପଡ଼ିବେ, ସେମାନେ ଖଣ୍ଡ ବିଖଣ୍ଡ ହୋଇଯିବେ, ଆଉ ସେ ପଥର ଯାହା ଉପରେ ପଡ଼ିବ, ସେ ଚୂର୍ଣ୍ଣବିଚୂର୍ଣ୍ଣ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ସେହି ପଥର ଉପରେ ଖସି ପଡ଼ିବ, ତା’ର ହାଡ ଗୋଡ଼ ଭାଙ୍ଗିଯିବ। କିନ୍ତୁ ସେହି ପଥର ଯାହା ଉପରେ ପଡ଼ିବ, ତାହା ତାକୁ ଚୁର୍ମାର୍ କରିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತ್ಯಾ ಗುಂಡ್ಯಾ ವರ್ತಿ ಪಡಲ್ಲೊ ಹರ್ ಎಕ್ಲೊ ತುಕ್ಡೆ-ತುಕ್ಡೆ ಹೊತಾ; ಅನಿ ತೊ ಗುಂಡೊಚ್ ಕೊನಾ ವರ್ತಿ ತರ್ ಪಡಿಲ್ ತರ್, ತೊ ತೆಕಾ ಬುಕ್ನಾಚ್ ಕರುನ್ ಟಾಕ್ತಾ” ಮಟ್ಲ್ಯಾನ್.