Luke 20:2 — Compare Translations
7 translations compared side by side
Odia - 1840
"ସମାନେେ ପଚାରିଲେ, ଆମ୍ଭକୁ କୁହ, କେଉଁ ଅଧିକାର ବଳ ରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କୁହନ୍ତୁ, କେଉଁ ଅଧିକାରରେ ଆପଣ ଏସବୁ ବିଷୟ କରୁଛନ୍ତି? କିଏ ଆପଣଙ୍କୁ ଏ କ୍ଷମତା ଦେଲା?”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହ, କେଉଁ ଅଧିକାର ବଳରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ “ಹೆ ಸಗ್ಳೆ ಕರುಕ್ ತುಕಾ ಕಸ್ಲೊ ಅದಿಕಾರ್ ಹಾಯ್? ಹೆ ಕರುಕ್ ತುಕಾ ಕೊನ್ ಅದಿಕಾರ್ ದಿಲೊ? ಸಾಂಗ್ ಅಮ್ಕಾ”, ಮಟ್ಲ್ಯಾನಿ.