Luke 20:22 — Compare Translations

7 translations compared side by side

Odia - 1840
"ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଆମ୍ଭ ପକ୍ଷେ ଠିକ୍ ହବେ କି ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନା?
Odia BSI (ପବିତ୍ର ବାଇବଲ (CL) NT (BSI))
କହନ୍ତୁ, ରୋମୀୟ ସମ୍ରାଟଙ୍କୁ କର ଦେବା ଆମର ବିଧିସଙ୍ଗତ କି ନା?”
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭକୁ କୁହ। କାଇସରଙ୍କୁ କର ଦେବା ଆମ୍ଭ ପକ୍ଷେ ଠିକ୍ ହେବ କି ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
Odia IRV 2017 (ଓଡିଆ ବାଇବେଲ)
କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ರೊಮಾಚ್ಯಾ ಚಕ್ರವರ್ತಿಕ್ ತೆರ್‍ಗಿ ದಿತಲೆ, ಅಮ್ಚ್ಯಾ ಖಾಯ್ದ್ಯಾ ಪರ್‍ಕಾರ್, ಸಮಾ ಕಾಯ್ ಚುಕ್? ಮನುನ್ ಅಮ್ಕಾ ಸಾಂಗ್ ಮನುನ್ ಇಚಾರ್‍ಲ್ಯಾನಿ.