Luke 20:25 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ତବେେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦଇଦେିଅ, ଯାହା ପରମେଶ୍ବରଙ୍କର ତାହା ପରମେଶ୍ବରଙ୍କୁ ଦଇଦେିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯୀଶୁ କହିଲେ, “ତା’ହେଲେ ସମ୍ରାଟଙ୍କର ଯାହା ପ୍ରାପ୍ୟ, ତାହା ସମ୍ରାଟଙ୍କୁ ଦିଅ ଓ ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦେଇଦିଅ, ଯାହା ପରମେଶ୍ୱରଙ୍କର ତାହା ପରମେଶ୍ୱରଙ୍କୁ ଦେଇଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ୱରଙ୍କର, ତାହା ଈଶ୍ୱରଙ୍କୁ ଦିଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಬರೆ ತರ್ ಜೆ ಕಾಯ್ ಚಕ್ರವರ್ತಿಕ್ ಸಮಂದ್ ಪಡಲ್ಲೆ ಹಾಯ್ ತೆ ಚಕ್ರವರ್ತಿಕ್ ದಿವಾ, ಅನಿ ಜೆ ಕಾಯ್ ದೆವಾಕ್ ಸಮಂದ್ ಪಡಲ್ಲೆ ಹಾಯ್ ತೆ ದೆವಾಕ್ ದಿವಾ ಮಟ್ಲ್ಯಾನ್,