Luke 20:31 — Compare Translations

7 translations compared side by side

Odia - 1840
"ତା'ପରେ ତୃତୀୟ ଭାଇଟି ସହେି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ଯ ସହେି ଏକା କଥା ଘଟିଲା। ସମାନେେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହାଇନେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ତା’ପରେ ତୃତୀୟ ଜଣ। ଏହିପରି ସାତ ଜଣ ତାକୁ ବିବାହ କରି ନିଃସନ୍ତାନ ହୋଇ ମରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୃତୀୟ ଭାଇଟି ସେହି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ୟ ସେହି ଏକା କଥା ଘଟିଲା। ସେମାନେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହୋଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತಿನ್ವೆಚೊ, ಅಶೆ ಸತ್‍ಜಾನಾಬಿ ಪೊರಾ ನಸ್ತಾನಾಚ್ ಮರ್‍ಲೆ.