Luke 20:34 — Compare Translations

7 translations compared side by side

Odia - 1840
"ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, ସଂସାର ରେ ଲୋକମାନେ ପରସ୍ପର ମଧିଅରେ ବିବିହ କରିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଏହି ଜଗତର ଲୋକମାନେ ବିବାହ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, “ସଂସାରରେ ଲୋକମାନେ ପରସ୍ପର ମଧ୍ୟରେ ବିବାହ କରିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ಹ್ಯಾ ಜಲ್ಮಾತ್ ಘೊಮನ್ಸಾ, ಅನಿ ಬಾಯ್ಕೊಮನ್ಸಾ ನಗಿನ್ ಹೊತ್ಯಾತ್.