Luke 20:35 — Compare Translations
7 translations compared side by side
Odia - 1840
"କିନ୍ତୁ କେତକେ ଲୋକ ମୃତ୍ଯୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ଯ ହବେେ ଓ ସମାନେେ ଏହି ଜୀବନ ପରେ ମଧ୍ଯ ପୁଣି ଜୀବିତ ରହିବେ। ସହେି ଜୀବନ ରେ ସମାନେେ ବିବାହ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁମାନେ ପୁନରୁତ୍ଥିତ ହୋଇ ପରଲୋକରେ ବାସ କରିବାକୁ ଯୋଗ୍ୟ, ସେମାନେ ଆଉ ବିବାହ କରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ କେତେକ ଲୋକ ମୃତ୍ୟୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ୟ ହେବେ ଓ ସେମାନେ ଏହି ଜୀବନ ପରେ ମଧ୍ୟ ପୁଣି ଜୀବିତ ରହିବେ। ସେହି ଜୀବନରେ ସେମାନେ ବିବାହ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ,ಜಿ ಘೊಮನ್ಸಾ, ಅನಿ ಬಾಯ್ಕೊಮನ್ಸಾ ಮರಲ್ಲ್ಯಾತ್ನಾ ಝಿತ್ತೆ ಹೊವ್ಕ್ ಯೊಗ್ಯ್ ಹಾತ್, ಅನಿ ಝಿತ್ತೆ ಹೊವ್ನ್ ಉಟ್ತ್ಯಾತ್ ತ್ಯಾ ಎಳಾರ್ ತೆನಿ ನಗಿನ್ ಕರುನ್ ಘೆಯ್ನ್ಯಾತ್.