Luke 20:36 — Compare Translations
7 translations compared side by side
Odia - 1840
"ସହେି ଜୀବନ ରେ ଲୋକମାନେ ସ୍ବର୍ଗଦୂତଙ୍କ ପରି ହାଇେଥାନ୍ତି ଓ ସମାନେେ କବେେ ହେଲେ ମରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ସନ୍ତାନ କାରଣ ମୃତ୍ଯୁରୁ ପୁଣି ବଞ୍ଚି ଉଠିଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ଵରଙ୍କ ସନ୍ତାନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସ୍ୱର୍ଗଦୂତମାନଙ୍କ ସଦୃଶ ହେବେ ଏବଂ ମରିବେ ନାହିଁ। ସେମାନେ ଈଶ୍ୱରଙ୍କ ସନ୍ତାନ, କାରଣ ସେମାନେ ମୃତ୍ୟୁରୁ ଉତ୍ଥିତ ହୋଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଜୀବନରେ ଲୋକମାନେ ସ୍ୱର୍ଗଦୂତଙ୍କ ପରି ହୋଇଥା’ନ୍ତି ଓ ସେମାନେ କେବେ ହେଲେ ମରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ସନ୍ତାନ କାରଣ ମୃତ୍ୟୁରୁ ପୁଣି ବଞ୍ଚି ଉଠିଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ದೆವಾಚ್ಯಾ ದುತಾಂಚ್ಯಾ ಸರ್ಕೆ ಹೊತ್ಯಾತ್, ಅನಿ ತೆನಿ ಕನ್ನಾಬಿ ಮರಿನ್ಯಾತ್ ತೆನಿ ದೆವಾಚಿ ಪೊರಾ, ಕಶ್ಯಾಕ್ ಮಟ್ಲ್ಯಾರ್, ತೆನಿ ಮರುನ್ ಮರ್ನಾತ್ನಾ,ಅನಿ ಪರ್ತುನ್ ಝಿತ್ತೆ ಹೊಲ್ಯಾತ್.