Luke 20:38 — Compare Translations

7 translations compared side by side

Odia - 1840
"ଯଦି ପରମେଶ୍ବର କହିଛନ୍ତି ଯେ, ସେ ସମାନଙ୍କେର ପରମେଶ୍ବର, ତବେେ ଏ ଲୋକମାନେ ପ୍ରକୃତ ରେ ମୃତ ନୁହନ୍ତି। ସେ କବଳେ ଜୀବିତ ଲୋକମାନଙ୍କ ପରମେଶ୍ବର। ଯେଉଁମାନେ ପରମେଶ୍ବରଙ୍କ ଲୋକ, ସମାନେେ ସମସ୍ତେ ଜୀବିତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତ ମୃତମାନଙ୍କ ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଜୀବିତମାନଙ୍କ ଈଶ୍ୱର, ମୃତମାନଙ୍କର ନୁହନ୍ତି। ଅତଏବ ସେମାନେ ସମସ୍ତେ ତାଙ୍କ ଦୃଷ୍ଟିରେ ଜୀବିତ ଅଟନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର କହିଛନ୍ତି ଯେ, ସେ ସେମାନଙ୍କର ପରମେଶ୍ୱର, ତେବେ ଏ ଲୋକମାନେ ପ୍ରକୃତରେ ମୃତ ନୁହନ୍ତି। ସେ କେବଳ ଜୀବିତ ଲୋକମାନଙ୍କ ପରମେଶ୍ୱର। ଯେଉଁମାନେ ପରମେଶ୍ୱରଙ୍କ ଲୋକ, ସେମାନେ ସମସ୍ତେ ଜୀବିତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಝಿತ್ತ್ಯಾಂಚೊ ದೆವ್ ತೊ, ಮರಲ್ಲ್ಯಾಂಚೊ ನ್ಹಯ್, ತೆಕಾ ಸಗ್ಳೆ ಜಾನಾ ಝಿತ್ತೆಚ್ ಮನುನ್ ಜಬಾಬ್ ದಿಲ್ಯಾನ್.