Luke 20:41 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ କହିଲେ, ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ପଚାରିଲେ, “ମସୀହ ଯେ ଦାଉଦଙ୍କ ବଂଶଧର, ଏହା କିପରି କୁହାଯାଇପାରେ?
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ କ’ଣ ଦାଉଦଙ୍କ ପୁତ୍ର ତା’ପରେ ଯୀଶୁ କହିଲେ, “ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ಮೆಸ್ಸಿಯಾ ದಾವಿದಾಚ್ಯಾ ಘರಾನ್ಯಾಚೊ ಕಸೊ ಹೊವ್ಕ್ ಹೊತಾ?”