Luke 20:42 — Compare Translations

7 translations compared side by side

Odia - 1840
"ଗୀତସଂହିତା ରେ ଦାଉଦ ନିଜେ କହିଛନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସ୍ଵୟଂ ଦାଉଦ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଦାଉଦ ନିଜେ ତାଙ୍କର ଗୀତରେ ଲେଖିଛନ୍ତି, ‘ପ୍ରଭୁ ମୋର ପ୍ରଭୁଙ୍କୁ କହିଲେ: ଆମେ ତୁମର ଶତ୍ରୁମାନଙ୍କୁ ତୁମର ପାଦ ପୀଠ ନ କରିବା ପର୍ଯ୍ୟନ୍ତ ଆମ ଦକ୍ଷିଣ ପାଶ୍ୱର୍ରେ ବସିଥାଅ।’
Odia Bible ERV 2004 (ପବିତ୍ର ବାଇବଲ)
ଗୀତସଂହିତାରେ ଦାଉଦ ନିଜେ କହିଛନ୍ତି: ‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଲେ, ମୋର ଡାହାଣ ପଟେ ମୋ’ ପାଖରେ ବସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ದಾವಿದಾನ್ ಅಪ್ನಿಚ್ ಕಿರ್ತನಾಂಚ್ಯಾ ಪುಸ್ತಕಾತ್ ಸಾಂಗಲ್ಲೆ ಕಾಯ್ ಮಟ್ಲ್ಯಾರ್ “ಧನಿಯಾನ್, ಮಾಜ್ಯಾ ಧನಿಯಾಕ್! ತಿಯಾ ಮಾಜ್ಯಾ ಉಜ್ವ್ಯಾಕ್ ಬಸ್