Luke 20:44 — Compare Translations
7 translations compared side by side
Odia - 1840
"ଦାଉଦ ଖ୍ରୀଷ୍ଟଙ୍କୁ 'ପ୍ରଭୁ' କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ଯ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ଯ ହାଇେ ପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ, ସେ କିପ୍ରକାରେ ତାଙ୍କର ସନ୍ତାନ?
Odia BSI (ପବିତ୍ର ବାଇବଲ (CL) NT (BSI))
ଦାଉଦ ତାଙ୍କୁ ‘ପ୍ରଭୁ’ ବୋଲି ଉଲ୍ଲେଖ କରିଛନ୍ତି; ତା’ହେଲେ ମସୀହ କିପରି ଦାଉଦଙ୍କ ବଂଶଧର ହୋଇପାରନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ୟ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ୟ ହୋଇ ପାରିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
Odia IRV 2017 (ଓଡିଆ ବାଇବେଲ)
ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಾವಿದಾನುಚ್ ತೆಕಾ “ಧನಿ, ಮನುನ್ ಬಲ್ವುಲ್ಯಾರ್, ಮೆಸ್ಸಿಯಾ” ತೆಚ್ಯಾ ಘರಾನ್ಯಾಚೊ ಮನುನ್ ಕಶೆ ಸಾಂಗುಕ್ ಹೊತಾ? ಮನುನ್ ಇಚಾರ್ಲ್ಯಾನ್.