Luke 20:45 — Compare Translations

7 translations compared side by side

Odia - 1840
"ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ଶିଷ୍ୟମାନଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ତାଙ୍କ କଥା ଶୁଣିବା ସମୟରେ ଯୀଶୁ ତାଙ୍କ ଶିଷ୍ୟମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ରୀମାନଙ୍କ ବିରୁଦ୍ଧରେ ଚେତାବନୀ ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಲೊಕಾ ಆಯ್ಕುನ್ಗೆತ್ ರ್‍ಹಾತಾನಾಚ್, ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ