Luke 20:47 — Compare Translations

7 translations compared side by side

Odia - 1840
"କିନ୍ତୁ ସମାନେେ ବିଧବାମାନଙ୍କ ପ୍ରତି ଅତ୍ଯନ୍ତ ନୀଚ୍ଚ ମନୋଭାବ ଦଖାେନ୍ତି। ସମାନେେ ବିଧବା ମାନଙ୍କର ଘରଦ୍ବାର ଠକି କରି ନଇେ ଥାଆନ୍ତି। ସମାନେେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖଇେ ହବୋକୁ ଚେଷ୍ଟା କରନ୍ତି। ପରମେଶ୍ବର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ବିଧବାମାନଙ୍କର ନିଃସହାୟତାର ସୁଯୋଗ ନେଇ ସେମାନଙ୍କର ଘରବାଡ଼ି ଆତ୍ମସାତ କରନ୍ତି ଓ ଦୀର୍ଘ ପ୍ରାର୍ଥନା କରିବାର ଅଭିନୟ ଦେଖାନ୍ତି! ସେମାନଙ୍କର ଦଣ୍ଡ ସବୁଠାରୁ ଭୟାନକ ହେବ!”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ୍ଚ ମନୋଭାବ ଦେଖାନ୍ତି। ସେମାନେ ବିଧବାମାନଙ୍କର ଘରଦ୍ୱାର ଠକି କରି ନେଇ ଥା’ନ୍ତି। ସେମାନେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖେଇ ହେବାକୁ ଚେଷ୍ଟା କରନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲಜಿನಸ್ತಾನಾ ಘೊಮರಲ್ಲ್ಯಾ ಬಾಯ್ಕೊಮನ್ಸಾಂಚೊ ಫಾಯ್ದೊ ಕಾಡುನ್ ಘೆವ್ನ್ ತೆಂಚಿ ಘರಾ ಲುಟ್ತ್ಯಾತ್, ಅನಿ ಲಾಂಬ್-ಲಾಂಬ್ ಮಾಗ್ನಿಯಾ ಕರುನ್ ಅಪ್ನಿ ಬರೆ ಮನುನ್ ದಾಕ್ವುತ್ಯಾತ್! ತೆಂಕಾ ಎಗ್ದಮ್ ಕಟಿನ್ ಶಿಕ್ಷಾ ರ್‍ಹಾತಾ!” ಮನುನ್ ಸಾಂಗಟ್ಲ್ಯಾನ್‍.