Luke 20:5 — Compare Translations
7 translations compared side by side
Odia - 1840
"ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟ ରେ କଥାବର୍ତ୍ତା ହେଲେ। ସମାନେେ ପରସ୍ପର କୁହାକୁହି ହେଲେ, ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ବରଙ୍କଠାରୁ ଆସିଥିଲା, ତବେେ ସେ ପଚାରିବେ, 'ତୁମ୍ଭମାନେେ ଯୋହନଙ୍କୁ କାହିଁକି ବିଶ୍ବାସ କଲନାହିଁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ଵର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାଙ୍କୁ ବିଶ୍ଵାସ କଲ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପରସ୍ପର ଭିତରେ ବିତର୍କ କରି କହିଲେ, “କ’ଣ କହିବା? ଯଦି ଆମେ କହୁ, ‘ଈଶ୍ୱରଙ୍କଠାରୁ,’ ସେ କହିବେ, “ତା’ହେଲେ କାହିଁକି ଯୋହନଙ୍କୁ ବିଶ୍ୱାସ କଲ ନାହିଁ?’
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟରେ କଥାବାର୍ତ୍ତା ହେଲେ। ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା, ତେବେ ସେ ପଗ୍ଭରିବେ, ‘ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಅಪ್ನಾ-ಅಪ್ನಾ ಮದ್ದಿ “ಅಮಿ ಕಾಯ್ ಸಾಂಗುವಾ? ಅಮಿ ದೆವಾಕ್ನಾ ಮಟ್ಲಾಂವ್ ತರ್, ತೊ ಅಮ್ಕಾ, ತುಮಿ ಕಶ್ಯಾಕ್ ಜುವಾಂವಾ ವರ್ತಿ ವಿಶ್ವಾಸ್ ಕರುಕ್ನ್ಯಾಶಿ? ಮನ್ತಾ.