Luke 20:6 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭେ ଯଦି କହିବା, ' ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,' ତବେେ ସବୁ ଲୋକ ଆମ୍ଭ ଉପରକୁ ଟକୋପଥର ଫିଙ୍ଗି ଆମ୍ଭକୁ ଜୀବନ ରେ ମାରି ଦବେେ। କାରଣ ସମାନେେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରି-ପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ଵାସ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ଯଦି କହୁ, ‘ମନୁଷ୍ୟଠାରୁ’, ଏଠାରେ ଥିବା ସମସ୍ତ ଜନତା ଆମ ଉପରେ ପଥର ଫୋପାଡ଼ିବେ, କାରଣ ଯୋହନ ଜଣେ ଭାବବାଦୀ ଥିଲେ ବୋଲି ଏମାନଙ୍କ ନିଶ୍ଚିତ ଧାରଣା।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଯଦି କହିବା, ‘ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,’ ତେବେ ସବୁ ଲୋକ ଆମ୍ଭ ଉପରକୁ ଟେକା ପଥର ଫିଙ୍ଗି ଆମ୍ଭକୁ ଜୀବନରେ ମାରିଦେବେ। କାରଣ ସେମାନେ ଯୋହନଙ୍କୁ ଭବିଷ୍ୟ‌ଦ୍‌ବକ୍ତା ରୂପେ ବିଶ୍ୱାସ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಮಾನ್ಸಾಕ್ನಾ ಮನುನ್ ಸಾಂಗಟ್ಲ್ಯಾರ್, ಹಿತ್ತೆ ಹೊತ್ತಿ ಸಗ್ಳಿ ಲೊಕಾ ಅಮ್ಕಾ ಗುಂಡ್ಯಾನಿ ಮಾರ್‍ತ್ಯಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಸಗ್ಳೆ ತೊ ಎಕ್ ಪ್ರವಾದಿ, ಮನುನ್ ಮಾನ್ತ್ಯಾತ್” ಮನುನ್ ಬೊಲುನ್ ಘೆಟ್ಲ್ಯಾನಿ.