Luke 20:9 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, ଗୋଟିଏ ଲୋକ କିଛି ଜମି ରେ ଅଙ୍ଗୁର ଚାଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦଇେ ଦଲୋ। ତା'ପରେ ସେ ଦୀର୍ଘ ସମୟ ପର୍ୟ୍ଯନ୍ତ ସଠାରୁେ ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗମନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷା କ୍ଷେତ୍ର କରି ଚାଷୀମାନଙ୍କୁ ତାହା ଭାଗରେ ଦେଲେ ଓ ବହୁତ ଦିନ ପାଇଁ ବିଦେଶକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାନ୍ତି ତା’ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, “ଗୋଟିଏ ଲୋକ କିଛି ଜମିରେ ଅଙ୍ଗୁର ଗ୍ଭଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦେଇଦେଲା। ତା’ପରେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେଠାରୁ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಲೊಕಾಕ್ನಿ ಹಿ ಕಾನಿ ಸಾಂಗಟ್ಲ್ಯಾನ್: ಎಗ್ದಾ ಎಕ್ ಮಾನುಸ್ ಹೊತ್ತೊ, ತೆನಿ ಎಕ್ ದರಾಕ್ಷಿಚೊ ಮಳೊ ಲಾವಲ್ಲ್ಯಾನ್,ಗುತ್ಕ್ಯಾನಿ ದಿಲ್ಯಾನ್ ಮಾನಾ ತೊ ಲೈ ದಿಸಾಸಾಟಿ ಘರ್ ಸೊಡುನ್ ಧುರ್ಲ್ಯಾ ಗಾಂವಾಕ್ ಗೆಲೊ,