Luke 21:10 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ କହିଲେ, ଦେଶ ଦେଶ ବିରୁଦ୍ଧ ରେ ଲଢଇେ କରିବେ। ରାଜ୍ଯ ରାଜ୍ଯ ବିରୁଦ୍ଧ ରେ ଲଢଇେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେ ସେମାନଙ୍କୁ କହିଲେ, ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପୁଣି କହିଲେ, “ଦେଖ ଦେଶ ମଧ୍ୟରେ ଯୁଦ୍ଧ ଲାଗିବ; ରାଜ୍ୟଗୁଡ଼ିକ ପରସ୍ପରକୁ ଆକ୍ରମଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ଦେଶ ଦେଶ ବିରୁଦ୍ଧରେ ଲଢ଼େଇ କରିବେ। ରାଜ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
Odia IRV 2017 (ଓଡିଆ ବାଇବେଲ)
ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಫಿಡೆ ಜೆಜುನ್, “ದೊನ್ ದೆಶಾ ಎಕೆಮೆಕಾಚ್ಯಾ ವಾಂಗ್ಡಾ ಝಗಡ್ತ್ಯಾತ್; ಎಕ್ ರಾಜ್, ಅನಿ ಎಕ್ ರಾಜಾಚ್ಯಾ ವಾಂಗ್ಡಾ ಮಾರಾಮಾರಿಕ್ ಉಟ್ತಾ.