Luke 21:11 — Compare Translations
7 translations compared side by side
Odia - 1840
"ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନକେ ସ୍ଥାନ ରେ ଘଟିବ। କେତକେ ସ୍ଥାନ ରେ ମରୁଡି ପଡିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚତାବେନୀ ଦବୋ ପାଇଁ ଆକାଶ ରେ ଅନକେ ଆଶ୍ଚର୍ୟ୍ଯ ଜନକ ବିଷୟ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମହା ଭୂମିକମ୍ପ ଓ ସ୍ଥାନେ ସ୍ଥାନେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି ଆକାଶମଣ୍ତଳରେ ଭୟଙ୍କର ଦୃଶ୍ୟ ଓ ମହା ମହା ଲକ୍ଷଣ ଦେଖାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚାରିଆଡ଼େ ଭୟଙ୍କର ଭୂମିକମ୍ପ, ଦୁର୍ଭିକ୍ଷ ଓ ମହାମାରୀ ହେବ, ଆକାଶରେ ଅଦ୍ଭୁତ ଓ ଭୟାନକ ଲକ୍ଷଣ ଦେଖାଯିବ।
Odia Bible ERV 2004 (ପବିତ୍ର ବାଇବଲ)
ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନେକ ସ୍ଥାନରେ ଘଟିବ। କେତେକ ସ୍ଥାନରେ ମରୁଡ଼ି ପଡ଼ିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚେତାବନୀ ଦେବା ପାଇଁ ଆକାଶରେ ଅନେକ ଆଶ୍ଚର୍ଯ୍ୟ ଜନକ ବିଷୟ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಗ್ದಮ್ ಭಯಾನಕ್ ಭುಕಂಪ್ ಹೊತಾ, ಬರಗಾಲ್ ಪಡ್ತಾ, ಅನಿ ಸಗ್ಳ್ಯಾಕ್ಡೆ ಲೈ ತರಾಸ್ ಹೊತಲೊ ರೊಗ್ ಯೆವ್ಕ್ ಸುರು ಹೊತಾ. ಬಗಿನಸಲ್ಲಿ ಅನಿ ಭಯಾನಕ್ ಸಂಗ್ತಿಯಾ ಮಳ್ಬಾ ವರ್ತಿ ದಿಸುಕ್ ಲಾಗ್ತ್ಯಾತ್.