Luke 21:12 — Compare Translations

7 translations compared side by side

Odia - 1840
"କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନବେେ, ଓ ତୁମ୍ଭମାନଙ୍କୁ ୟନ୍ତ୍ରଣା ଦବେେ। ଲୋକମାନେ ସମାନଙ୍କେର ସମାଜଗୃହମାନଙ୍କ ରେ ତୁମ୍ଭମାନଙ୍କର ବିଚାର କରିବେ ଓ ତୁମ୍ଭମାନଙ୍କୁ କାରାଗାର ରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନା ରେ ତୁମ୍ଭମାନଙ୍କୁ ହାଜର କରାୟିବ। ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହିସମସ୍ତ ଘଟଣା ପୂର୍ବେ ଲୋକେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋʼ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ଛାମୁକୁ ନିଆଯିବ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏସବୁ ବିଷୟ ଘଟିବା ପୂର୍ବରୁ ତୁମ୍ଭେମାନେ ଗିରଫ ହୋଇ ଉତ୍ପୀଡ଼ିତ ହେବ; ଉପାସନା ଗୃହମାନଙ୍କରେ ବିଚାରିତ ହୋଇ ବନ୍ଦୀଶାଳାରେ ନିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ଧରାଇ ଦିଆଯିବ; ମୋ’ ଯୋଗୁଁ ତୁମେ ରାଜା ଓ ଶାସନକର୍ତ୍ତାମାନଙ୍କ ସମ୍ମୁଖକୁ ଅଣଯିବ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಘಡುಚ್ಯಾ ಅದ್ದಿ ತುಮ್ಕಾ ಧರುನ್ ಘೆವ್ನ್ ಜಾವ್ನ್ ಹೊತಾ, ಅನಿ ತರಾಸ್ ದಿವ್ನ್ ಹೊತಾ; ತುಮ್ಕಾ ಸಿನಾಗೊಗಾತ್ನಿ ನ್ಹೆವ್ನ್ ತುಮ್ಚಿ ಪರಿಕ್ಷಾ ಕರುನ್ ಹೊತಾ, ಅನಿ ತುಮ್ಕಾ ಬಂದಿಖಾನ್ಯಾತ್ ಘಾಲುನ್ ಹೊತಾ: ಮಾಜೆಸಾಟಿ ತುಮ್ಕಾ ರಾಜಾಂಚ್ಯಾ, ಅನಿ ಅದಿಕಾರ್‍ಯಾಂಚ್ಯಾ ಇದ್ರಾಕ್ ವೊಡುನ್ ಹಾನುನ್ ಹೊತಾ.