Luke 21:13 — Compare Translations

7 translations compared side by side

Odia - 1840
"କିନ୍ତୁ ଏହା ତୁମ୍ଭମାନଙ୍କୁ ମାେ ବିଷୟ ରେ କହିବାକୁ ସୁ ଯୋଗ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଏହା ତୁମ୍ଭମାନଙ୍କର ସୁଯୋଗ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହା ତୁମ୍ଭମାନଙ୍କୁ ମୋ’ ବିଷୟରେ କହିବାକୁ ସୁଯୋଗ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ತುಮ್ಕಾ ಬರಿ ಖಬರ್ ಸಾಂಗುಕ್ ಎಕ್ ಬರೊ ಅವ್ಕಾಸ್.