Luke 21:14 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ନିଜକୁ ରକ୍ଷା କରିବା ପାଇଁ କ'ଣ କହିବ, ସେଥିପାଇଁ ଆଦୌ ବ୍ଯସ୍ତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ କିପରି ସ୍ୱପକ୍ଷ ସମର୍ଥନ କରିବ, ସେଥିଲାଗି ଚିନ୍ତିତ ନ ହେବାକୁ ପୂର୍ବରୁ ମନ ସ୍ଥିର କର;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜକୁ ରକ୍ଷା କରିବା ପାଇଁ କ’ଣ କହିବ, ସେଥିପାଇଁ ଆଦୌ ବ୍ୟସ୍ତ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
Odia IRV 2017 (ଓଡିଆ ବାଇବେଲ)
ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಇಚಾರ್ನಿ ಕರುಕ್ ಘೆವ್ನ್ ಗೆಲ್ಲ್ಯಾ ತನ್ನಾ, ಕಾಯ್ ಸಾಂಗುನ್ ಅನಿ ಕಶೆ ಕರುನ್ ತುಮ್ಕಾಚ್ ತುಮಿ ರಾಕುನ್ ಘೆತಲೆ -ಮನುನ್ ಯವ್ಜುನಕಾಶಿ,