Luke 21:15 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ ଏପରି ମୁଖ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ମୁଁ ତୁମକୁ ଏପରି ବାକ୍ଶକ୍ତି ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କ କଥାକୁ ତୁମ ଶତ୍ରୁମାନେ ମିଥ୍ୟା ପ୍ରମାଣିତ କରି ଖଣ୍ଡନ କରି ପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା’ର ଉତ୍ତର ଦେଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ತುಮ್ಕಾ,ಶಾನ್ಪಾನಾಚ್ಯಾ ಗೊಸ್ಟಿಯಾ ದಿತಾ, ಅನಿ ತುಮಿ ಬೊಲಲ್ಲ್ಯಾಕ್, ದುಸ್ಮಾನಾನಿ ಕೊನ್ಬಿ ಹುರ್ಪಾಟಿ ಬೊಲುಕುಚ್ ವಾಟ್ ರ್ಹಾಯ್ನಾ.