Luke 21:16 — Compare Translations

7 translations compared side by side

Odia - 1840
"ଏପରିକି ତୁମ୍ଭମାନଙ୍କର ବାପାମାଆ, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହାଇଯେିବେ। ସମାନେେ ତୁମ୍ଭମାନଙ୍କ ମଧ୍ଯରୁ କେତକଙ୍କେୁ ମାରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ପିତାମାତା, ଭ୍ରାତା, ଆତ୍ମୀୟ ଓ ବନ୍ଧୁବାନ୍ଧବମାନଙ୍କ ଦ୍ଵାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକେ କାହାରିକାହାରିକି ବଧ କରିବେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ପିତାମାତା, ଭାଇମାନେ, ଆତ୍ମୀୟ ସ୍ୱଜନ ଓ ବନ୍ଧୁମାନେ ତୁମ୍ଭମାନଙ୍କୁ ଧରାଇଦେବେ ଓ ତୁମ୍ଭମାନଙ୍କ ମଧ୍ୟରୁ କେତେକ ମୃତ୍ୟୁ ଭୋଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ବାପା ମା', ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾತ್ಲ್ಯಾ ಉಲ್ಲ್ಯಾಕ್ನಿ, ತುಮ್ಚೆ ಬಾಯ್-ಬಾಬಾ, ತುಮ್ಚಿ ಭಾವಾ, ತುಮ್ಚೆ ಸೊಯ್ರೆ, ಅನಿ ತುಮ್ಚಿ ದೊಸ್ತಾಚ್ ಧರುನ್ ದಿತ್ಯಾತ್, ಅನಿ ತುಮ್ಚ್ಯಾತ್ಲ್ಯಾ ಉಲ್ಲ್ಯಾತ್ನಿ ಜಿವಾನಿ ಮಾರ್‍ತ್ಯಾತ್.