Luke 21:17 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସକାଶେ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ಲಾಗುನ್ ಸಗ್ಳೆ ಜಾನಾ ತುಮ್ಕಾ ಧುರ್ ಕರ್‍ತ್ಯಾತ್.