Luke 21:19 — Compare Translations
7 translations compared side by side
Odia - 1840
"ଏହି ସବୁ ଘଟଣା ଭିତ ରେ ତୁମ୍ଭମାନେେ ତୁମ୍ଭ ବିଶ୍ବାସ ରେ ଦୃଢ ରହିଲେ ନିଜକୁ ରକ୍ଷା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧୈର୍ଯ୍ୟ ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧୈର୍ଯ୍ୟ ଧରି ଏ ସବୁର ସମ୍ମୁଖୀନ ହୁଅ, ତାହାହେଲେ ତୁମ ଆତ୍ମାର ସୁରକ୍ଷା କରି ପାରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଘଟଣା ଭିତରେ ତୁମ୍ଭେମାନେ ତୁମ୍ଭ ବିଶ୍ୱାସରେ ଦୃଢ଼ ରହିଲେ ନିଜକୁ ରକ୍ଷା କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
Odia IRV 2017 (ଓଡିଆ ବାଇବେଲ)
ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧೈರ್ಯಾನ್ ಇಬೆ ರ್ಹಾವಾ, ಅನಿ ತುಮ್ಚ್ಯಾ ಎವ್ಡ್ಯಾಕ್ ತುಮಿಚ್ ಬಚಾವ್ ಹೊತ್ಯಾಶಿ”, ಮನುನ್ ಸಾಂಗಟ್ಲ್ಯಾನ್.