Luke 21:2 — Compare Translations
7 translations compared side by side
Odia - 1840
"ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସହେି ବିଧବା ଲୋକଟି ଦାନବାକ୍ସ ରେ ଦୁଇଟି ତମ୍ବା ପଇସା ପକାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇ କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସେ ମଧ୍ୟ ଦେଖିଲେ, ଜଣେ ଅତି ଦରିଦ୍ର ବିଧବା ସେଥିରେ ଦୁଇଟି ତମ୍ବା ପଇସା ପକାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି ଛୋଟ ମୁଦ୍ରା ପକାଉଥିବା ଦେଖି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ ಗರಿಬ್ ಘೊಮರಲ್ಲಿ ಬಾಯ್ಕೊ ಮಾನುಸ್ ಅಪ್ನಾಕ್ಡೆ ಹೊತ್ತೆ ದೊನ್ ಬಾರಿಕ್ಲೆ ತಾಂಬ್ಯಾಚೆ ಪೈಸೆ ಕಾನಿಕಾಚ್ಯಾ ಡಬ್ಬ್ಯಾತ್, ಘಾಲ್ತಲೆಬಿ ಜೆಜುನ್ ಬಗಟ್ಲ್ಯಾನ್.