Luke 21:20 — Compare Translations
7 translations compared side by side
Odia - 1840
"ତୁମ୍ଭମାନେ ୟିରୂଶାଲମର ଚାରିପଟେ ସୈନ୍ଯବାହିନୀଙ୍କୁ ଘରେି ରହିଥିବାର ଦେଖିବ। ତବେେ ତୁମ୍ଭମାନେେ ଜାଣିପାରିବ ଯେ ୟିରୁଶାଲମର ଧ୍ବଂସ ହବୋ ସମୟ ଆସି ପହଞ୍ଚି ଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତଙ୍କ ଦ୍ଵାରା ପରିବେଷ୍ଟିତ ଦେଖିବ, ସେତେବେଳେ ତାହା ଉତ୍ସନ୍ନ ହେବା ଯେ ସନ୍ନିକଟ, ଏହା ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ତୁମ୍ଭେମାନେ ଯିରୂଶାଲମକୁ ସୈନ୍ୟମାନଙ୍କ ଦ୍ୱାରା ପରିବେଷ୍ଟିତ ହେବା ଦେଖିବ, ସେତେବେଳେ ତୁମ୍ଭେମାନେ ଜାଣିବ ଯେ ତାହା ଶୀଘ୍ର ଧ୍ୱଂସ ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ଧ୍ୱଂସ “ତୁମ୍ଭେମାନେ ଯିରୁଶାଲମର ଗ୍ଭରିପଟେ ସୈନ୍ୟବାହିନୀଙ୍କୁ ଘେରି ରହିଥିବାର ଦେଖିବ। ତେବେ ତୁମ୍ଭେମାନେ ଜାଣି ପାରିବ ଯେ ଯିରୁଶାଲମର ଧ୍ୱଂସ ହେବା ସମୟ ଆସି ପହଞ୍ଚି ଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆರುಜಲೆಮಾಚ್ಯಾ ಭೊತ್ಯಾನಿ ಸೈನಿಕಾ ಯೆವ್ನ್ ಇಬೆ ಹೊತ್ತ್ಯಾ ತನ್ನಾ, ತೆ, ಲಗ್ಗುನಾಚ್ ನಾಸ್ ಹೊತಾ ಮನುನ್ ತುಮ್ಕಾ ಕಳ್ತಾ.