Luke 21:22 — Compare Translations
7 translations compared side by side
Odia - 1840
"ପରମେଶ୍ବର କେତବେେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦବେେ, ସହେି ସମୟ ବିଷୟ ରେ ଭବିଷ୍ଯଦ୍ବକ୍ତାମାନେ ଅନକେ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସହେି ସମୟ ବିଷୟ ରେ କହୁଛି, ଯେତବେେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ତର ସମୟ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଧର୍ମଶାସ୍ତ୍ରରେ ସମସ୍ତ ଉକ୍ତି ଯେପରି ସଫଳ ହୁଏ, ସେଥିପାଇଁ ସେହି ଦିନଗୁଡ଼ିକ ‘ଦଣ୍ଡର ଦିନ’ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କେତେବେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦେବେ, ସେହି ସମୟ ବିଷୟରେ ଭବିଷ୍ୟଦ୍ବକ୍ତାମାନେ ଅନେକ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସେହି ସମୟ ବିଷୟରେ କହୁଛି, ଯେତେବେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ, ದಿಸಾ, ಶಿಕ್ಷೆಚಿ ದಿಸಾ ಮನುನ್ ಬಲ್ವುನ್ ಹೊತ್ಯಾತ್, ಅಶೆ ಹೆ ಸಗ್ಳೆ ಪ್ರವಾದ್ಯಾನಿ ಸಾಂಗಲ್ಲೆ ಖರೆ ಮನುನ್ ದಾಕ್ವುಸಾಟ್ನಿ ಹೊತಾ.