Luke 21:23 — Compare Translations

7 translations compared side by side

Odia - 1840
"ଗର୍ଭବତୀ ସ୍ତ୍ରୀ ଓ କୋଳ ରେ େଛାଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସହେି ଦିନଗୁଡିକ ଅତ୍ଯନ୍ତ ଭୟାନକ ହବେ। କାରଣ ସହେି ଦିନମାନଙ୍କ ରେ ଏହି ଦେଶ ଉପରକୁ ବହୁତ ବିପଦ ମାଡି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ବର କୋରଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦିନଗୁଡ଼ିକରେ ଗର୍ଭବତୀ ସ୍ତ୍ରୀ ଓ ସ୍ତନ୍ୟଦାତ୍ରୀ ମାତାମାନଙ୍କର ଅବସ୍ଥା କି ଶୋଚନୀୟ ହେବ। ଏହି ଦେଶର ଲୋକମାନଙ୍କ ଉପରେ ଭୟଙ୍କର ଦୁଃଖ ଆସିବ ଓ ସେମାନେ ଦଣ୍ଡ ଭୋଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଗର୍ଭବତୀ ସ୍ତ୍ରୀ ଓ କୋଳରେ ଛୋଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସେହି ଦିନଗୁଡ଼ିକ ଅତ୍ୟନ୍ତ ଭୟାନକ ହେବ। କାରଣ ସେହି ଦିନମାନଙ୍କରେ ଏହି ଦେଶ ଉପରକୁ ବହୁତ ବିପଦ ମାଡ଼ି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ୱର କ୍ରୋଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾತ್ನಿ ಗರ್‍ವಾರ್ ಹೊತ್ತ್ಯಾ ಬಾಯ್ಕೊಮನ್ಸಿಂಚಿ, ಅನಿ ಬಾರಿಕ್ಲಿ ಪೊರಾ ಹೊತ್ತ್ಯಾ ಬಾಯ್ಕೊಮನ್ಸಿಂಚಿ ಗತ್ ಕಾಯ್ ಸಾಂಗು! ಹ್ಯಾ ಜಿಮ್ನಿರ್ ಲೈ ಮೊಟೊ ಸಂಕಟ್ ಯೆವ್ನ್ ಪಾವ್ತಾ, ಅನಿ ದೆವಾಚಿ ಶಿಕ್ಷಾ ಹ್ಯಾ ಲೊಕಾಂಚ್ಯಾ ವರ್‍ತಿ ಯೆವ್ನ್ ಪಡ್ತಾ.