Luke 21:24 — Compare Translations

7 translations compared side by side

Odia - 1840
"କେତକେ ଲୋକଙ୍କୁ ସୈନ୍ଯମାନେ ମାରି ଦବେେ। ଅନ୍ୟ କେତକଙ୍କେୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆୟିବ। ଅଣଯିହୂଦୀଲୋକ ସମାନଙ୍କେର ସମୟ ଶଷେ ନ ହବୋ ପର୍ୟ୍ଯନ୍ତ ପବିତ୍ର ନଗର ୟିରୁଶାଲମକୁ ପଦଦଳିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଖଡ଼୍‍ଗଧାରରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ବିଜାତି ମଧ୍ୟକୁ ନୀତ ହେବେ, ପୁଣି ବିଜାତିମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦ ଦଳିତ ହୋଇ ରହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ଖଡ୍ଗ ଦ୍ୱାରା ନିହତ ହେବେ ଓ ଅନ୍ୟମାନ ବିଦେଶକୁ ବନ୍ଦୀ ହୋଇ ନିଆଯିବେ ଏବଂ ବିଜାତୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବାଯାଏ, ଯିରୂଶାଲମ ସେମାନଙ୍କ ପଦଦଳିତ ହୋଇ ରହିବ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾಸ್ಯಾಕ್ನಿ ಚಾಕ್ವಾನಿ ತೊಡುನ್ ಮಾರುನ್ ಹೊತಾ, ಅನಿ ಹುರಲ್ಲ್ಯಾಕ್ನಿ, ಗುಲಾಮ್ ಕರುನ್ ದುಸ್ರ್ಯಾ-ದುಸ್ರ್ಯಾ ದೆಸಾಕ್ನಿ ಘೆವ್ನ್ ಜಾವ್ನ್ ಹೊತಾ, ಅನಿ ತೆಂಚೊ ಎಳ್ ರ್‍ಹಾಯ್ ಪತರ್ ಮಟ್ಲ್ಯಾರ್, ಜುದೆವ್ ನ್ಹಯ್ ಹೊತ್ತಿ ಲೊಕಾ ಜೆರುಜಲೆಮಾಚೆ ತುಕ್ಡೆ-ತುಕ್ಡೆ ಕರುನ್ ಟಾಕ್ತ್ಯಾತ್”.