Luke 21:28 — Compare Translations

7 translations compared side by side

Odia - 1840
"ଯେତବେେଳେ ଏସବୁ ଘଟଣା ଘଟିବା ଆରମ୍ଭ ହାଇଯେିବ, ତୁମ୍ଭମାନେେ ଭୟ କରିବନାହିଁ। ଉପରକୁ ଚାହିଁ ଖୁସି ହବେ, ଆଦୌ ବ୍ଯସ୍ତ ହବେନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହାଇଗେଲାଣି ବୋଲି ଏଥିରୁ ଜାଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହିସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଊର୍ଦ୍ଧଦୃଷ୍ଟି କର ଓ ମସ୍ତକ ଉତ୍ତୋଳନ କର, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହିସବୁ ଘଟଣାର ସୂତ୍ରପାତ ହେଲେ, ମସ୍ତକ ଉତ୍ତୋଳନ କରି ଉଦ୍ଧ୍ୱର୍ ଦୃଷ୍ଟି କର, କାରଣ ତୁମ୍ଭମାନଙ୍କର ପରିତ୍ରାଣ ସନ୍ନିକଟ।”
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏସବୁ ଘଟଣା ଘଟିବା ଆରମ୍ଭ ହୋଇଯିବ, ତୁମ୍ଭେମାନେ ଭୟ କରିବ ନାହିଁ। ଉପରକୁ ଗ୍ଭହିଁ ଖୁସୀ ହେବ, ଆଦୌ ବ୍ୟସ୍ତ ହେବ ନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହୋଇଗଲାଣି ବୋଲି ଏଥିରୁ ଜାଣିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಹೊವ್ಕ್ ಸುರು ಹೊತಾನಾ, ಉಟುನ್ ಇಬೆ ರ್‍ಹಾವಾ, ಅನಿ ಟಕ್ಲಿ ವೈರ್ ಕರಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತುಮ್ಚಿ ಸುಟ್ಕಾ ಜಗ್ಗೊಳ್ ಯೆಲಾ” ಮನುನ್ ಸಾಂಗಟ್ಲ್ಯಾನ್.