Luke 21:29 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, ସବୁ ଗଛଗୁଡିକୁ ଦେଖ। ଡିମ୍ବିରି ଗଛଟି ଗୋଟିଏ ଭଲ ଉଦାହରଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡ଼ିମିରି, ପୁଣି ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ: “ଡ଼ିମିରି ବୃକ୍ଷ ଓ ଅନ୍ୟ ବୃକ୍ଷମାନଙ୍କ କଥା ଚିନ୍ତା କର।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବାକ୍ୟ ଅନନ୍ତକାଳସ୍ଥାୟୀ ତା’ପରେ ଯୀଶୁ ଏହି ଦୃଷ୍ଟାନ୍ତଟି କହିଲେ, “ସବୁ ଗଛଗୁଡ଼ିକୁ ଦେଖ। ଡିମ୍ବିରିଗଛଟି ଗୋଟିଏ ଭଲ ଉଦାହରଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಹಿ ಕಾನಿ ಸಾಂಗಟ್ಲ್ಯಾನ್ “ಎಕ್ ಅಂಜುರಾಚ್ಯಾ ಝಡಾ ವಿಶಯಾತ್, ಅನಿ ಹುರಲ್ಲ್ಯಾ ದುಸ್ರ್ಯಾ ಝಾಡಾಂಚ್ಯಾ ವಿಶಯಾತ್ ಯವ್ಜುನ್ ಬಗಾ.