Luke 21:3 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଏହି ଗରୀବ ବିଧବାଟି କବଳେ ଦୁଇଟି ତମ୍ବାପଇସା ଦାନ ଦଲୋ। କିନ୍ତୁ ପ୍ରକୃତ ରେ ସେ ଏହି ଧନୀଲୋକମାନଙ୍କ ଠାରୁ ବହୁତ ଅଧିକ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ କହିଲେ, “ମୁଁ କହୁଛି, ଏହି ଦରିଦ୍ର ବିଧବା ଅନ୍ୟ ସମସ୍ତଙ୍କ ଅପେକ୍ଷା ଅଧିକ ଦାନ ଦେଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏହି ଗରିବ ବିଧବାଟି କେବଳ ଦୁଇଟି ତମ୍ବା ପଇସା ଦାନ ଦେଲା। କିନ୍ତୁ ପ୍ରକୃତରେ ସେ ଏହି ଧନୀଲୋକମାନଙ୍କଠାରୁ ବହୁତ ଅଧିକ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಹ್ಯಾ ಗರಿಬ್ ಘೊಮರಲ್ಲ್ಯಾ ಬಾಯ್ಕೊಮನ್ಸಿನ್,ಸಗ್ಳ್ಯಾಂಚ್ಯಾನ್ಕಿ ಜಾಸ್ತಿ ಕಾನಿಕಾಚ್ಯಾ ಡಬ್ಬ್ಯಾತ್ ಘಾಟ್ಲಿನ್.