Luke 21:31 — Compare Translations

7 translations compared side by side

Odia - 1840
"ସହେିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସଗେୁଡିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭମାନେେ ଜାଣି ପାରିବ ଯେ, ପରମେଶ୍ବରଙ୍କ ରାଜ୍ଯ ନିକଟ ହାଇଗେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଘଟଣା ଦେଖିଲେ ଈଶ୍ଵରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ତୁମ୍ଭେମାନେ ଏସବୁ ବିଷୟ ଘଟିବାର ଦେଖିଲେ, ଈଶ୍ୱରଙ୍କ ବାକ୍ୟ ଆଗତପ୍ରାୟ ବୋଲି ଜାଣିବ।
Odia Bible ERV 2004 (ପବିତ୍ର ବାଇବଲ)
ସେହିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସେଗୁଡ଼ିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କ ରାଜ୍ୟ ନିକଟ ହୋଇଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ।
Odia IRV 2017 (ଓଡିଆ ବାଇବେଲ)
ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಹೆ ಸಗ್ಳೆ ಹೊತಾನಾ, ದೆವಾಚೆ ರಾಜ್ ಯೆನಾರ್ ಹಾಯ್, ಮನುನ್ ತುಮ್ಕಾ ಕಳುನ್ ಯೆತಾ”.